3 |
ଧରାଯାଉ ତା' ନୂତନ ସ୍ବାମୀ ତାକକ୍ସ୍ଟ ଭଲପାଇଲା ନାହିଁ ଓ ତାକକ୍ସ୍ଟ ମଧ୍ଯ ଛାଡପତ୍ର ଦଲୋ କିଅବା ନୂତନ ସ୍ବାମୀର ମୃତକ୍ସ୍ଟ୍ଯ ହକ୍ସ୍ଟଏ, ତବେେ ମଧ୍ଯ ତା'ର ପ୍ରଥମ ସ୍ବାମୀ ତାକକ୍ସ୍ଟ ଆଉ ପକ୍ସ୍ଟନଃ ବିବାହ କରିବା ଉଚିତ୍ ନକ୍ସ୍ଟହଁ। ସେ କଳକ୍ସ୍ଟଷିତ ହାଇେ ସାରିବା ପରେ, କାରଣ ଏହି କାର୍ୟ୍ଯ ସଦାପ୍ରଭୁଙ୍କ ଆଗ ରେ ଘୃଣ୍ଯ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଦେଶ ତକ୍ସ୍ଟମ୍ଭମାନକକ୍ସ୍ଟ ଅଧିକାର କରିବା ପାଇଁ ଦେଉଛନ୍ତି ତାକକ୍ସ୍ଟ ପାପରେ ଦୋଷୀ କରାଅ ନାହିଁ।
|