9 |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ସମସ୍ତ କାର୍ୟ୍ଯ ରେ କୃତକାର୍ୟ୍ଯ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହକ୍ସ୍ଟ ସନ୍ତାନ ଦଇେ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସମାନଙ୍କେ ବହୁସଂଖ୍ୟକ ବାଛକ୍ସ୍ଟରି ହବେ। ସେ ତୁମ୍ଭର କ୍ଷେତ୍ରକକ୍ସ୍ଟ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ଯ ପ୍ରଦାନ କରିବ। ସଦାପ୍ରଭୁ ପକ୍ସ୍ଟଣିଥରେ ତକ୍ସ୍ଟମ୍ଭଠା ରେ ଆନନ୍ଦିତ ହବେେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠା ରେ ଆନନ୍ଦିତ ଥିଲେ।
|
16 |
ମୁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ତାଙ୍କୁ ଅନକ୍ସ୍ଟସରଣ କରି ତାଙ୍କର ବାକ୍ଯମାନ, ନିଯମ ବିଧି ପାଳନ କର। ତବେେ ତୁମ୍ଭମାନେେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢିବ। ପକ୍ସ୍ଟଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଥିବା ଦେଶ ରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକକ୍ସ୍ଟ ତୁମ୍ଭମାନେେ ଅଧିକାର କରିବା ପାଇଁ ଯାଉଛ।
|