12 |
ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
|
18 |
କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, "ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ ।" ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।
|