3 |
ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।
|
5 |
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।
|