2 |
ଯଦି ତୁମ୍ଭମାନେେ ଶୁଣ ଯେ, ପ୍ରଭୁଙ୍କର ସହେି ଦିନଟି ଆସିଗଲାଣି, ତୁମ୍ଭମାନେେ ଚିନ୍ତା ରେ ସହଜ ରେ ବିବ୍ରତ ହାଇେ ଯାଅ ନାହିଁ କି ଭୟ କର ନାହିଁ। କେତଜେଣ ଏହାକୁ କୌଣସି ଭବିଷ୍ଯତ୍ ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତକେ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରିପାରନ୍ତି ଯେ, ଆମ୍ଭମାନଙ୍କ ଦ୍ବାରା ଏହି ପତ୍ର ଲଖାଯାେଇଅଛି।
|
16 |
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ବର ଆମ୍ଭକୁ ପ୍ ରମେ କରନ୍ତି। ନିଜ ଅନୁଗ୍ରହ ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତକାଳସ୍ଥାଯୀ ଉତ୍ସାହ ଓ ଉତ୍ତମ ଭରସା ଦଇେଛନ୍ତି।
|