1 |
ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
|
29 |
ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।
|
34 |
ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
|