1 |
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
|
2 |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
|
25 |
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।
|