17 |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।
|
20 |
ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
|