7 |
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
|
13 |
ସହେି ସମସ୍ତ ମହାନ ଲୋକ ମୃତ୍ଯୁ ପର୍ୟ୍ଯନ୍ତ ନିଜର ବିଶ୍ବାସ ସହିତ ଜୀବିତ ରହିଲେ। ପରମେଶ୍ବର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସହେି ଲୋକମାନେ ପାଇଲେ ନାହିଁ। ସମାନେେ ଖାଲି ଦେଖିଲେ ଯେ, ସହେି ବିଷୟଗୁଡ଼ିକ ସୁଦୂର ଭବିଷ୍ଯତ ରେ ଆସିବ, ଓ ସମାନେେ ( ସତେିକି ରେ) ଖୁସି ହେଲେ। ସମାନେେ ଗ୍ରହଣ କରି ନେଲେ ଯେ ସମାନେେ ଏହି ପୃଥିବୀ ରେ ଯାତ୍ରୀ ଓ ଅପରିଚିତ ବ୍ଯକ୍ତି ଅଟନ୍ତି।
|
17 |
ପରମେଶ୍ବର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ବର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ବାସ ଥିବାରୁ ସେ ତାହା ମାନିଲେ। ପରମେଶ୍ବରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ବର ଅବ୍ରହାମଙ୍କୁ କହି ସାରିଥିଲେ ଯେ, "ଇସହାକଙ୍କ ଦ୍ବାରା ତୁମ୍ଭର ବଂଶଧରମାନେ ଆସିବେ।" କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ବାସ ଥିବାରୁ ଅବ୍ରହାମ ଏପରି କଲେ।
|