14 |
ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ୟର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦଇେଛନ୍ତି। ସମାନେେ ସଠାେରେ ସମାନଙ୍କେର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ର ରେ ସକ୍ସ୍ଟସଜ୍ଜିତ ହାଇେ ୟର୍ଦ୍ଦନ ନଦୀ ପାର ହବୋ ଉଚିତ୍। ତୁମ୍ଭେ ସମାନଙ୍କେୁ ସମାନଙ୍କେ ଭୂମି ଫରୋଇବା ପାଇଁ କରୁଥିବା ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବା ଉଚିତ୍।
|
15 |
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦଇେଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବ, ସମାନେେ ସ୍ଥାନ ଅଧିକାର କରିବା ପର୍ୟ୍ଯନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଦଇେଛନ୍ତି। ତା'ପରେ ତୁମ୍ଭେ ୟର୍ଦ୍ଦନର ପୂର୍ବ ରେ ଅବସ୍ଥିତ ତୁମ୍ଭର ସ୍ବଦେଶକକ୍ସ୍ଟ ଫରେି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମାଶାେ ତୁମ୍ଭକୁ ଦଇେଛନ୍ତି।"
|