1 |
ଏହି ସମୟରେ ଅଦୋନିଷଦକେ ୟିରକ୍ସ୍ଟଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହାଶୂେୟ ଅଯକକ୍ସ୍ଟ ପରାସ୍ତ କରି ସଐୂର୍ଣ ଭାବେ ଧ୍ବଂସ କରିଛନ୍ତି। ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଯିହାଶୂେୟ ଯିରୀହାେ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସହେିପରି ଅଯ ଓ ତା'ର ରାଜାଙ୍କକ୍ସ୍ଟ କଲେ। ଆଉ ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଗିବିଯୋନମାନେ ଇଶ୍ରାୟେଲମାନଙ୍କ ସହିତ ଶାନ୍ତିଚକ୍ସ୍ଟକ୍ତି କରିଛନ୍ତି ଏବଂ ସହେି ଲୋକମାନେ ୟିରକ୍ସ୍ଟଶାଲମ ନିକଟରେ ବାସ କରୁଛନ୍ତି।
|
6 |
ଗିବିଯୋନୀଯମାନେ ଗିଲ୍ଗଲ ଛାଉଣୀଠା ରେ ଯିହାଶୂେୟଙ୍କ ନିକଟକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ସେ ବାର୍ତ୍ତାବାହକ କହିଲା, "ଆମ୍ଭେ ଆପଣଙ୍କ ଦାସ, ଆମ୍ଭକକ୍ସ୍ଟ ଏକକ୍ସ୍ଟଟିଆ ଛାଡ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶିଘ୍ର ଆସି ଆମ୍ଭକକ୍ସ୍ଟ ସାହାୟ୍ଯ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇ ମାରେୀଯ ଦେଶର ପର୍ବତ ନିବାସୀ ରାଜାମାନେ ସମାନଙ୍କେର ସୈନ୍ଯବାହୀନି ସହିତ ଏକତ୍ରୀତ ହାଇେ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।"
|
11 |
ଯେତବେେଳେ ସମାନେେ ଇଶ୍ରାୟେଲୀୟମାନଙ୍କଠାରକ୍ସ୍ଟ ବୈଥୋରୋଣ ରାସ୍ତା ରେ ଗଡାଣି ଆଡକକ୍ସ୍ଟ ଦୌଡି ଆ ସକୋ ପର୍ୟ୍ଯନ୍ତ ପଳାଇଲେ, ସଦାପ୍ରଭୁ ସମାନଙ୍କେ ଉପରେ କକ୍ସ୍ଟଆପଥର ବୃଷ୍ଟି କଲେ। ତେଣୁ ସମାନଙ୍କେ ମଧ୍ଯରକ୍ସ୍ଟ ବହକ୍ସ୍ଟତ ମୃତକ୍ସ୍ଟ୍ଯବରଣ କଲେ। ୟକ୍ସ୍ଟଦ୍ଧ ରେ ଅସ୍ତ୍ର ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କ ସଂଖ୍ଯା ଅପେକ୍ଷା କକ୍ସ୍ଟଆପଥର ବୃଷ୍ଟି ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କର ସଂଖ୍ଯା ଅଧିକ ଅଟେ।
|
24 |
ସମାନେେ ସହେି ରାଜାଗଣଙ୍କକ୍ସ୍ଟ ଯିହାଶୂେୟ ନିକଟକକ୍ସ୍ଟ ଆଣିଲେ ଏବଂ ଯିହାଶୂେୟ ତାଙ୍କର ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସଠାେକକ୍ସ୍ଟ ପଠାଇଲେ। ଯିହାଶୂେୟ ତାଙ୍କର ସୈନ୍ଯ ବାହିନୀର ସମସ୍ତ ସନୋପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, "ପାଖକକ୍ସ୍ଟ ଆସ ଏବଂ ଏ ରାଜାମାନଙ୍କ ବକରେେ ପାଦ ଦିଅ।" ତହିଁରେ ସମାନେେ ନିକଟକକ୍ସ୍ଟ ଆସି ସମାନଙ୍କେ ବକରେେ ପାଦ ଦେଲେ।
|
37 |
ସମାନେେ ହିବ୍ରୋଣ ଏବଂ ତା ପାଖ ରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଇଗ୍ଲୋନ ରେ ଠିକ୍ ଯେପରି ସମାନେେ ଇଗ୍ଲାନକକ୍ସ୍ଟ ଧ୍ବଂସ କରିଥିଲେ, ସହେିପରି ସମାନେେ ହିବ୍ରୋଣକକ୍ସ୍ଟ ଧ୍ବଂସ କଲେ ଏବଂ ଏହାର ରାଜାଙ୍କକ୍ସ୍ଟ ଓ ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ। ସମାନଙ୍କେ ମଧ୍ଯରକ୍ସ୍ଟ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ ଓ ଧ୍ବଂସ କଲେ।
|
39 |
ସମାନେେ ଦବୀର ସହରକକ୍ସ୍ଟ ନିଜର କରଗତ କଲେ, ତାହାର ରାଜାଙ୍କକ୍ସ୍ଟ ମଧ୍ଯ କରଗତ କଲେ। ଏବଂ ତା'ର ନିକଟରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଏବଂ ସେ ସହରକକ୍ସ୍ଟ ଧ୍ବଂସ କରି ସମସ୍ତ ଲୋକମାନଙ୍କୁ ହତ୍ଯା କଲେ। କାହାରିକକ୍ସ୍ଟ ଜୀବିତ ଛାଡିଲେ ନାହିଁ। ସମାନେେ ହିବ୍ରୋଣ ସହରକକ୍ସ୍ଟ ଓ ଲିବ୍ନା ଓ ଏହାର ରାଜାଙ୍କକ୍ସ୍ଟ କଲାପରି, ଦବୀର ସହରକକ୍ସ୍ଟ ସହେିପରି ଧ୍ବଂସ କଲେ।
|