11 |
ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
|
12 |
ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
|