9 |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
|
16 |
କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।
|