1 |
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
|
13 |
ଏହି ଭଣ୍ଡ ଶିକ୍ଷକମାନେ ଅନକେ ଲୋକଙ୍କୁ ଦୁଃଖ ଦଇେଛନ୍ତି। ଅତଏବ ସମାନେେ ନିଜେ ଦୁଃଖ ପାଇବେ। ସମାନେେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗ ରେ ଖାେଲାଖାଲିେ ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସମାନେେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜିଉତ୍ସବ ରେ ସମ୍ମିଳିତ ହବୋ ବେଳେ, ସମାନେେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ବରୂପ ଅଟନ୍ତି।
|