13 |
ଏହାପରେ ଗିଦ୍ଦିଯୋନ୍ ତାଙ୍କୁ କହିଲେ, " ହେ ପ୍ରଭକ୍ସ୍ଟ, ମୁ ପ୍ରତିଜ୍ଞା କରୁଛି, ଯଦି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି। ତବେେ ଆମ୍ଭମାନଙ୍କ ପ୍ରତି ଏପରି ଘଟିଯାଉଛି କାହିଁକି? ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରକ୍ସ୍ଟ ଉଦ୍ଧାର କରି ନାହାଁନ୍ତି କି? ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗ ରେ ସଦାପ୍ରଭୁଙ୍କ ଯେଉଁ ଭୀତିଉତ୍ପାଦକ କାର୍ୟ୍ଯକଥା ବାରମ୍ବାର କହିଥିଲେ, ସେ ସବୁ କାହିଁ? କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କୁ ପରିତ୍ଯାଗ କରି ଅଛନ୍ତି। ସେ ଆମ୍ଭମାନଙ୍କୁ ମିଦିଯନୀଯର ହସ୍ତ ରେ ସମର୍ପଣ କର ଅଛନ୍ତି।"
|
35 |
ଗିଦ୍ଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକକ୍ସ୍ଟ ଦୂତ ପଠାଇଲେ। ସହେି ଦୂତମାନେ ସମାନଙ୍କେୁ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହବୋକକ୍ସ୍ଟ କହିଲେ। ଆଶରେ, ସବୂଲୂନ ଏବଂ ନଲ୍ଗାଲି ପରିବାରବର୍ଗର ଲୋକମାନଙ୍କ ନିକଟକକ୍ସ୍ଟ ସହେି ବାର୍ତ୍ତା ପଠାଗଲା। ତେଣୁ ସହେିସବୁ ପରିବାରବର୍ଗମାନେ ମଧ୍ଯ ଗିଦ୍ଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗ ଦବୋକକ୍ସ୍ଟ ଗଲେ।
|