15 |
କିନ୍ତୁ ଯାଜକଗଣ ଯେପରି ବ୍ଯବହାର କରିବା ଉଚିତ୍, ଏଲିର ପକ୍ସ୍ଟତ୍ରଗଣ ସପରେି ବ୍ଯବହାର କଲେ ନାହିଁ। ଏପରିକି ସହେି ମାଂସର ମଦେ ୟଜ୍ଞବଦେୀ ରେ ଦଗ୍ଧ ହବୋ ପୂର୍ବରକ୍ସ୍ଟ, ସମାନଙ୍କେର ସବେକମାନେ ସହେି ବଳିଦାନ ଉତ୍ସର୍ଗ କରୁଥିବା ବ୍ଯକ୍ତି ପାଖକକ୍ସ୍ଟ ଗଲେ ଏବଂ କହିଲେ, "ପୋଡି଼ବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତକ୍ସ୍ଟମ୍ଭଠାରକ୍ସ୍ଟ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କବଳେ କଞ୍ଚାମାଂସ ଗ୍ରହଣ କରିବେ।"
|
30 |
"ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତକ୍ସ୍ଟମ୍ଭ ଗୃହରକ୍ସ୍ଟ ଓ ତକ୍ସ୍ଟମ୍ଭ ପକ୍ସ୍ଟତୃଗୃହରକ୍ସ୍ଟ ଚିରଦିନ ପାଇଁ ମାରେ ଯାଜକ ହବେ ବୋଲି ମୁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, 'ତାହା ଆଉ କବେେ ଘଟିବ ନାହିଁ। କାରଣ ଯେଉଁମାନେ ମାେତେ ସମ୍ମାନ କରନ୍ତି, ମୁ ସମାନଙ୍କେୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମାେତେ ତକ୍ସ୍ଟଚ୍ଛଜ୍ଞାନ କରନ୍ତି, ସମାନଙ୍କେୁ ଅସମ୍ମାନ କରାୟିବ।
|