11 |
ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, "ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ," କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।
|