ଓଡିଆ ବାଇବଲ |
AKJV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଯୋହନଙ୍କ ପ୍ରଥମ ପତ୍ର 5:0 (04 54 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
1
ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ, ।
2
ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।
3
କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ ।
4
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ ।
5
ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ?
6
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
7
ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।
8
ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ ।
9
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି ।
10
ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ ।
11
ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
12
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।
13
ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି ।
14
ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି ।
15
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
16
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
17
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି ।
18
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
19
ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।
20
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ । ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି ।
21
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର ।
ଯୋହନଙ୍କ ପ୍ରଥମ ପତ୍ର 5
1. ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ, । 2. ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ । 3. କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ । 4. ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ । 5. ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ? 6. ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; 7. ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ । 8. ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ । 9. ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି । 10. ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ । 11. ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । 12. ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ । 13. ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି । 14. ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି । 15. ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ । 16. କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ । 17. ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି । 18. ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ । 19. ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ । 20. ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ । ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି । 21. ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର ।
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References