ଓଡିଆ ବାଇବଲ |
AKJV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:0 (12 11 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
1
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
2
କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
3
କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ ।
4
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;
5
ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,
6
ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
7
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
8
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,
9
ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
10
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
11
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
12
ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
13
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
14
ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।
15
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
16
କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
17
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
18
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
19
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
20
ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
21
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3
1. ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ । 2. କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; 3. କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ । 4. ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ; 5. ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ, 6. ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି । 7. କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି । 8. ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ, 9. ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, 10. ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, 11. ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ । 12. ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି । 13. ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, 14. ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି । 15. ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ; 16. କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ । 17. ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର । 18. କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ; 19. ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି । 20. ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; 21. ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References