ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 58

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ । 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି । 4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5 ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ । 6 ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ । 7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ । 8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ । 9 ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ । 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ । 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? 2. ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ । 3. ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି । 4. ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5. ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ । 6. ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ । 7. ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ । 8. ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ । 9. ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ । 10. ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ । 11. ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References