ଓଡିଆ ବାଇବଲ |
AKJV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗୀତସଂହିତା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
89
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
67
68
69
70
71
72
73
74
75
76
77
78
79
80
81
82
83
84
85
86
87
88
89
90
91
92
93
94
95
96
97
98
99
100
101
102
103
104
105
106
107
108
109
110
111
112
113
114
115
116
117
118
119
120
121
122
123
124
125
126
127
128
129
130
131
132
133
134
135
136
137
138
139
140
141
142
143
144
145
146
147
148
149
150
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
ରେକର୍ଡଗୁଡିକ
ଗୀତସଂହିତା 89:0 (03 47 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗୀତସଂହିତା ଅଧ୍ୟାୟ 89
1
ଇଷ୍ରାହୀୟ ଏଥନର ମସ୍କୀଲ୍ । ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି ।
2
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; ତୁମ୍ଭେ ଆପଣା ବିଶ୍ଵସ୍ତତା ସ୍ଵର୍ଗରେ ହିଁ ସ୍ଥାପନ କରିବ ।
3
ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ ।
4
ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା । [ସେଲା
5
ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ ।
6
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ? ଯେଉଁ ପରମେଶ୍ଵର ପବିତ୍ରଗଣର ସଭାରେ ଅତି ଭୟଙ୍କର
7
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?
8
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ ।
9
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ ।
10
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ ।
11
ସ୍ଵର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ ।
12
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣତୁମ୍ଭ ନାମରେ ଆନନ୍ଦ କରନ୍ତି,
13
ତୁମ୍ଭେ ପରାକ୍ରା; ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ ।
14
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ ।
15
ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି ।
16
ସେମାନେ ଦିନଯାକ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି ।
17
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ଵରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ ।
18
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ଵରୂପଙ୍କର ।
19
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ ।
20
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ ।
22
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ ।
23
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା ।
24
ମାତ୍ର ଆମ୍ଭର ବିଶ୍ଵସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ ।
25
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା ।
26
ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ଵର ଓ ଆମ୍ଭ ପରିତ୍ରାଣର ଶୈଳ ।
27
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା ।
28
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ ।
29
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ତଳର ଆୟୁର ତୁଲ୍ୟ ସ୍ଥିର କରିବା ।
30
ଯେବେ ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
31
ଯେବେ ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
32
ତେବେ ଆମ୍ଭେ ଯଷ୍ଟି ଦ୍ଵାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ଵାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା ।
33
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା; ନେବା ନାହିଁ; କିଅବା ଆମ୍ଭ ବିଶ୍ଵସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ ।
34
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ ।
35
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ ।
36
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ ।
37
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ଵସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ । [ସେଲା
38
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ ।
39
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ ।
40
ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ ।
41
ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି ।
42
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ ।
43
ହଁ, ତୁମ୍ଭେ ତାହାର ଖଡ଼୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ ।
44
ତୁମ୍ଭେ ତାହାର ତେଜ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକି ପକାଇ ଦେଇଅଛ ।
45
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ । [ସେଲା
46
ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ଵଳିବ?
47
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନସମସ୍ତଙ୍କୁ ସୃଷ୍ଟି କରିଅଛ!
48
ଯେ ମୃତ୍ୟୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
49
ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ଵସ୍ତତା ଦ୍ଵାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
50
ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରା; ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର ।
51
ହେ ସଦାପ୍ରଭୋ, ତଦ୍ଦ୍ଵାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ଵାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରି-ଅଛନ୍ତି ।
52
ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍ ।
ଗୀତସଂହିତା 89
1. ଇଷ୍ରାହୀୟ ଏଥନର ମସ୍କୀଲ୍ । ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି । 2. କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; ତୁମ୍ଭେ ଆପଣା ବିଶ୍ଵସ୍ତତା ସ୍ଵର୍ଗରେ ହିଁ ସ୍ଥାପନ କରିବ । 3. ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ । 4. ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା । [ସେଲା 5. ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ । 6. କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ? ଯେଉଁ ପରମେଶ୍ଵର ପବିତ୍ରଗଣର ସଭାରେ ଅତି ଭୟଙ୍କର 7. ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି? 8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ । 9. ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ । 10. ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ । 11. ସ୍ଵର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ । 12. ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣତୁମ୍ଭ ନାମରେ ଆନନ୍ଦ କରନ୍ତି, 13. ତୁମ୍ଭେ ପରାକ୍ରା; ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ । 14. ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ । 15. ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି । 16. ସେମାନେ ଦିନଯାକ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି । 17. କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ଵରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ । 18. କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ଵରୂପଙ୍କର । 19. ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ । 20. ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ; 21. ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ । 22. ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ । 23. ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା । 24. ମାତ୍ର ଆମ୍ଭର ବିଶ୍ଵସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ । 25. ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା । 26. ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ଵର ଓ ଆମ୍ଭ ପରିତ୍ରାଣର ଶୈଳ । 27. ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା । 28. ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ । 29. ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ତଳର ଆୟୁର ତୁଲ୍ୟ ସ୍ଥିର କରିବା । 30. ଯେବେ ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି; 31. ଯେବେ ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି; 32. ତେବେ ଆମ୍ଭେ ଯଷ୍ଟି ଦ୍ଵାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ଵାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା । 33. ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା; ନେବା ନାହିଁ; କିଅବା ଆମ୍ଭ ବିଶ୍ଵସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ । 34. ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ । 35. ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ । 36. ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ । 37. ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ଵସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ । [ସେଲା 38. ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ । 39. ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ । 40. ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ । 41. ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି । 42. ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ । 43. ହଁ, ତୁମ୍ଭେ ତାହାର ଖଡ଼୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ । 44. ତୁମ୍ଭେ ତାହାର ତେଜ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକି ପକାଇ ଦେଇଅଛ । 45. ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ । [ସେଲା 46. ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ଵଳିବ? 47. ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନସମସ୍ତଙ୍କୁ ସୃଷ୍ଟି କରିଅଛ! 48. ଯେ ମୃତ୍ୟୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ? 49. ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ଵସ୍ତତା ଦ୍ଵାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ? 50. ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରା; ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର । 51. ହେ ସଦାପ୍ରଭୋ, ତଦ୍ଦ୍ଵାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ଵାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରି-ଅଛନ୍ତି । 52. ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍ ।
ଗୀତସଂହିତା ଅଧ୍ୟାୟ 1
ଗୀତସଂହିତା ଅଧ୍ୟାୟ 2
ଗୀତସଂହିତା ଅଧ୍ୟାୟ 3
ଗୀତସଂହିତା ଅଧ୍ୟାୟ 4
ଗୀତସଂହିତା ଅଧ୍ୟାୟ 5
ଗୀତସଂହିତା ଅଧ୍ୟାୟ 6
ଗୀତସଂହିତା ଅଧ୍ୟାୟ 7
ଗୀତସଂହିତା ଅଧ୍ୟାୟ 8
ଗୀତସଂହିତା ଅଧ୍ୟାୟ 9
ଗୀତସଂହିତା ଅଧ୍ୟାୟ 10
ଗୀତସଂହିତା ଅଧ୍ୟାୟ 11
ଗୀତସଂହିତା ଅଧ୍ୟାୟ 12
ଗୀତସଂହିତା ଅଧ୍ୟାୟ 13
ଗୀତସଂହିତା ଅଧ୍ୟାୟ 14
ଗୀତସଂହିତା ଅଧ୍ୟାୟ 15
ଗୀତସଂହିତା ଅଧ୍ୟାୟ 16
ଗୀତସଂହିତା ଅଧ୍ୟାୟ 17
ଗୀତସଂହିତା ଅଧ୍ୟାୟ 18
ଗୀତସଂହିତା ଅଧ୍ୟାୟ 19
ଗୀତସଂହିତା ଅଧ୍ୟାୟ 20
ଗୀତସଂହିତା ଅଧ୍ୟାୟ 21
ଗୀତସଂହିତା ଅଧ୍ୟାୟ 22
ଗୀତସଂହିତା ଅଧ୍ୟାୟ 23
ଗୀତସଂହିତା ଅଧ୍ୟାୟ 24
ଗୀତସଂହିତା ଅଧ୍ୟାୟ 25
ଗୀତସଂହିତା ଅଧ୍ୟାୟ 26
ଗୀତସଂହିତା ଅଧ୍ୟାୟ 27
ଗୀତସଂହିତା ଅଧ୍ୟାୟ 28
ଗୀତସଂହିତା ଅଧ୍ୟାୟ 29
ଗୀତସଂହିତା ଅଧ୍ୟାୟ 30
ଗୀତସଂହିତା ଅଧ୍ୟାୟ 31
ଗୀତସଂହିତା ଅଧ୍ୟାୟ 32
ଗୀତସଂହିତା ଅଧ୍ୟାୟ 33
ଗୀତସଂହିତା ଅଧ୍ୟାୟ 34
ଗୀତସଂହିତା ଅଧ୍ୟାୟ 35
ଗୀତସଂହିତା ଅଧ୍ୟାୟ 36
ଗୀତସଂହିତା ଅଧ୍ୟାୟ 37
ଗୀତସଂହିତା ଅଧ୍ୟାୟ 38
ଗୀତସଂହିତା ଅଧ୍ୟାୟ 39
ଗୀତସଂହିତା ଅଧ୍ୟାୟ 40
ଗୀତସଂହିତା ଅଧ୍ୟାୟ 41
ଗୀତସଂହିତା ଅଧ୍ୟାୟ 42
ଗୀତସଂହିତା ଅଧ୍ୟାୟ 43
ଗୀତସଂହିତା ଅଧ୍ୟାୟ 44
ଗୀତସଂହିତା ଅଧ୍ୟାୟ 45
ଗୀତସଂହିତା ଅଧ୍ୟାୟ 46
ଗୀତସଂହିତା ଅଧ୍ୟାୟ 47
ଗୀତସଂହିତା ଅଧ୍ୟାୟ 48
ଗୀତସଂହିତା ଅଧ୍ୟାୟ 49
ଗୀତସଂହିତା ଅଧ୍ୟାୟ 50
ଗୀତସଂହିତା ଅଧ୍ୟାୟ 51
ଗୀତସଂହିତା ଅଧ୍ୟାୟ 52
ଗୀତସଂହିତା ଅଧ୍ୟାୟ 53
ଗୀତସଂହିତା ଅଧ୍ୟାୟ 54
ଗୀତସଂହିତା ଅଧ୍ୟାୟ 55
ଗୀତସଂହିତା ଅଧ୍ୟାୟ 56
ଗୀତସଂହିତା ଅଧ୍ୟାୟ 57
ଗୀତସଂହିତା ଅଧ୍ୟାୟ 58
ଗୀତସଂହିତା ଅଧ୍ୟାୟ 59
ଗୀତସଂହିତା ଅଧ୍ୟାୟ 60
ଗୀତସଂହିତା ଅଧ୍ୟାୟ 61
ଗୀତସଂହିତା ଅଧ୍ୟାୟ 62
ଗୀତସଂହିତା ଅଧ୍ୟାୟ 63
ଗୀତସଂହିତା ଅଧ୍ୟାୟ 64
ଗୀତସଂହିତା ଅଧ୍ୟାୟ 65
ଗୀତସଂହିତା ଅଧ୍ୟାୟ 66
ଗୀତସଂହିତା ଅଧ୍ୟାୟ 67
ଗୀତସଂହିତା ଅଧ୍ୟାୟ 68
ଗୀତସଂହିତା ଅଧ୍ୟାୟ 69
ଗୀତସଂହିତା ଅଧ୍ୟାୟ 70
ଗୀତସଂହିତା ଅଧ୍ୟାୟ 71
ଗୀତସଂହିତା ଅଧ୍ୟାୟ 72
ଗୀତସଂହିତା ଅଧ୍ୟାୟ 73
ଗୀତସଂହିତା ଅଧ୍ୟାୟ 74
ଗୀତସଂହିତା ଅଧ୍ୟାୟ 75
ଗୀତସଂହିତା ଅଧ୍ୟାୟ 76
ଗୀତସଂହିତା ଅଧ୍ୟାୟ 77
ଗୀତସଂହିତା ଅଧ୍ୟାୟ 78
ଗୀତସଂହିତା ଅଧ୍ୟାୟ 79
ଗୀତସଂହିତା ଅଧ୍ୟାୟ 80
ଗୀତସଂହିତା ଅଧ୍ୟାୟ 81
ଗୀତସଂହିତା ଅଧ୍ୟାୟ 82
ଗୀତସଂହିତା ଅଧ୍ୟାୟ 83
ଗୀତସଂହିତା ଅଧ୍ୟାୟ 84
ଗୀତସଂହିତା ଅଧ୍ୟାୟ 85
ଗୀତସଂହିତା ଅଧ୍ୟାୟ 86
ଗୀତସଂହିତା ଅଧ୍ୟାୟ 87
ଗୀତସଂହିତା ଅଧ୍ୟାୟ 88
ଗୀତସଂହିତା ଅଧ୍ୟାୟ 89
ଗୀତସଂହିତା ଅଧ୍ୟାୟ 90
ଗୀତସଂହିତା ଅଧ୍ୟାୟ 91
ଗୀତସଂହିତା ଅଧ୍ୟାୟ 92
ଗୀତସଂହିତା ଅଧ୍ୟାୟ 93
ଗୀତସଂହିତା ଅଧ୍ୟାୟ 94
ଗୀତସଂହିତା ଅଧ୍ୟାୟ 95
ଗୀତସଂହିତା ଅଧ୍ୟାୟ 96
ଗୀତସଂହିତା ଅଧ୍ୟାୟ 97
ଗୀତସଂହିତା ଅଧ୍ୟାୟ 98
ଗୀତସଂହିତା ଅଧ୍ୟାୟ 99
ଗୀତସଂହିତା ଅଧ୍ୟାୟ 100
ଗୀତସଂହିତା ଅଧ୍ୟାୟ 101
ଗୀତସଂହିତା ଅଧ୍ୟାୟ 102
ଗୀତସଂହିତା ଅଧ୍ୟାୟ 103
ଗୀତସଂହିତା ଅଧ୍ୟାୟ 104
ଗୀତସଂହିତା ଅଧ୍ୟାୟ 105
ଗୀତସଂହିତା ଅଧ୍ୟାୟ 106
ଗୀତସଂହିତା ଅଧ୍ୟାୟ 107
ଗୀତସଂହିତା ଅଧ୍ୟାୟ 108
ଗୀତସଂହିତା ଅଧ୍ୟାୟ 109
ଗୀତସଂହିତା ଅଧ୍ୟାୟ 110
ଗୀତସଂହିତା ଅଧ୍ୟାୟ 111
ଗୀତସଂହିତା ଅଧ୍ୟାୟ 112
ଗୀତସଂହିତା ଅଧ୍ୟାୟ 113
ଗୀତସଂହିତା ଅଧ୍ୟାୟ 114
ଗୀତସଂହିତା ଅଧ୍ୟାୟ 115
ଗୀତସଂହିତା ଅଧ୍ୟାୟ 116
ଗୀତସଂହିତା ଅଧ୍ୟାୟ 117
ଗୀତସଂହିତା ଅଧ୍ୟାୟ 118
ଗୀତସଂହିତା ଅଧ୍ୟାୟ 119
ଗୀତସଂହିତା ଅଧ୍ୟାୟ 120
ଗୀତସଂହିତା ଅଧ୍ୟାୟ 121
ଗୀତସଂହିତା ଅଧ୍ୟାୟ 122
ଗୀତସଂହିତା ଅଧ୍ୟାୟ 123
ଗୀତସଂହିତା ଅଧ୍ୟାୟ 124
ଗୀତସଂହିତା ଅଧ୍ୟାୟ 125
ଗୀତସଂହିତା ଅଧ୍ୟାୟ 126
ଗୀତସଂହିତା ଅଧ୍ୟାୟ 127
ଗୀତସଂହିତା ଅଧ୍ୟାୟ 128
ଗୀତସଂହିତା ଅଧ୍ୟାୟ 129
ଗୀତସଂହିତା ଅଧ୍ୟାୟ 130
ଗୀତସଂହିତା ଅଧ୍ୟାୟ 131
ଗୀତସଂହିତା ଅଧ୍ୟାୟ 132
ଗୀତସଂହିତା ଅଧ୍ୟାୟ 133
ଗୀତସଂହିତା ଅଧ୍ୟାୟ 134
ଗୀତସଂହିତା ଅଧ୍ୟାୟ 135
ଗୀତସଂହିତା ଅଧ୍ୟାୟ 136
ଗୀତସଂହିତା ଅଧ୍ୟାୟ 137
ଗୀତସଂହିତା ଅଧ୍ୟାୟ 138
ଗୀତସଂହିତା ଅଧ୍ୟାୟ 139
ଗୀତସଂହିତା ଅଧ୍ୟାୟ 140
ଗୀତସଂହିତା ଅଧ୍ୟାୟ 141
ଗୀତସଂହିତା ଅଧ୍ୟାୟ 142
ଗୀତସଂହିତା ଅଧ୍ୟାୟ 143
ଗୀତସଂହିତା ଅଧ୍ୟାୟ 144
ଗୀତସଂହିତା ଅଧ୍ୟାୟ 145
ଗୀତସଂହିତା ଅଧ୍ୟାୟ 146
ଗୀତସଂହିତା ଅଧ୍ୟାୟ 147
ଗୀତସଂହିତା ଅଧ୍ୟାୟ 148
ଗୀତସଂହିତା ଅଧ୍ୟାୟ 149
ଗୀତସଂହିତା ଅଧ୍ୟାୟ 150
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References