ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 97

1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ । 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ । 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ । 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା । 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ । 6 ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି । 7 ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର । 8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ । 9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ । 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି । 12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
1. ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ । 2. ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ । 3. ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ । 4. ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା । 5. ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ । 6. ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି । 7. ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର । 8. ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ । 9. କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ । 10. ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11. ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି । 12. ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References