ଓଡିଆ ବାଇବଲ |
ALEP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପିତରଙ୍କ ପ୍ରଥମ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ପିତରଙ୍କ ପ୍ରଥମ ପତ୍ 1:0 (06 26 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 1
1
ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
2
ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।
3
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
4
ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି ।
5
ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ ।
6
ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
7
ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।
8
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯
9
ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ । ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
10
ପୁଣି, ସେହି ପରିତ୍ରାଣ ସମ୍ଵନ୍ଧରେ ଯନି ସହକାରେ ଅନ୍ଵେଷଣ ଓ ଅନୁସନ୍ଧାନ କଲେ ।
11
ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।
12
ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି ।
13
ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।
14
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
15
ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ ।
16
ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।
17
ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର;
18
ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ
19
ବରଂ ନିଖୁ; ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।
20
ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
21
ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି ।
22
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
23
ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ ।
24
କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
25
କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
ପିତରଙ୍କ ପ୍ରଥମ ପତ୍ 1
1. ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, 2. ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ । 3. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, 4. ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି । 5. ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ । 6. ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, 7. ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ । 8. ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯ 9. ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ । ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, 10. ପୁଣି, ସେହି ପରିତ୍ରାଣ ସମ୍ଵନ୍ଧରେ ଯନି ସହକାରେ ଅନ୍ଵେଷଣ ଓ ଅନୁସନ୍ଧାନ କଲେ । 11. ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ । 12. ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି । 13. ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ । 14. ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15. ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ । 16. ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର । 17. ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର; 18. ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ 19. ବରଂ ନିଖୁ; ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ । 20. ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; 21. ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି । 22. ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; 23. ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ । 24. କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, 25. କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 1
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 3
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 4
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References