ଓଡିଆ ବାଇବଲ |
ALEP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
ରେକର୍ଡଗୁଡିକ
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:0 (11 16 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
1
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ,
2
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
3
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ ।
4
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5
କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6
ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ ।
7
ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି ।
8
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
9
କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି;
10
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ ।
11
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ ।
12
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
14
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ⇧।
15
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ ।
16
ସର୍ବଦା ଆନନ୍ଦ କର;
17
ନିରନ୍ତର ପ୍ରାର୍ଥନା କର;
18
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ ।
19
ଆତ୍ମାଙ୍କୁ ନିର୍ବାଣ ନ କର;
20
ଭାବବାଣୀ ତୁଚ୍ଛ କର ନାହିଁ;
21
ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ, ତାହା ଧରି ରଖ;
22
ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ ।
23
ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ।
24
ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ ।
25
ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
26
ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ଵନ ଦେଇ ନମସ୍କାର କର ।
27
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି ।
28
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5
1. କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ, 2. କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ । 3. ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ । 4. କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5. କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6. ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ । 7. ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି । 8. କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ । 9. କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି; 10. ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ । 11. ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ । 12. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, 13. ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ । 14. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ⇧। 15. ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ । 16. ସର୍ବଦା ଆନନ୍ଦ କର; 17. ନିରନ୍ତର ପ୍ରାର୍ଥନା କର; 18. ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ । 19. ଆତ୍ମାଙ୍କୁ ନିର୍ବାଣ ନ କର; 20. ଭାବବାଣୀ ତୁଚ୍ଛ କର ନାହିଁ; 21. ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ, ତାହା ଧରି ରଖ; 22. ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ । 23. ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ। 24. ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ । 25. ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର । 26. ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ଵନ ଦେଇ ନମସ୍କାର କର । 27. ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି । 28. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References