ଓଡିଆ ବାଇବଲ |
ALEP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
21
1
2
3
4
5
6
7
8
9
10
11
12
13
14
15
16
17
18
19
20
21
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ଗୀତସଂହିତା 95:148 (03 20 pm)
ଗୀତସଂହିତା 51:63 (03 20 pm)
ଯୋହନଲିଖିତ ସୁସମାଚାର 21:0 (03 20 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଲିଖିତ ସୁସମାଚାର ଅଧ୍ୟାୟ 21
1
ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
2
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ⇧, ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
3
ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ ।
4
କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।
5
ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
6
ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।
7
ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ । ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8
କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ ।
9
ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ ।
10
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ ।
11
ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ ।
12
ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।
13
ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
14
ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
15
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
16
ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
17
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
18
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
19
ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
20
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
21
ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୋ, ଏହାର ବିଷୟରେ କଅଣ?
22
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ ।
23
ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ ।
24
ଯେ ଏହିସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହିସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ ।
25
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
ଯୋହନଲିଖିତ ସୁସମାଚାର 21
1. ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ; 2. ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ⇧, ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ । 3. ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ । 4. କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ । 5. ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ । 6. ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ । 7. ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ । ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; 8. କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ । 9. ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ । 10. ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ । 11. ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ । 12. ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ । 13. ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ । 14. ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ । 15. ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ । 16. ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର । 17. ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ । 18. ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ । 19. ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ । 20. ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ । 21. ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୋ, ଏହାର ବିଷୟରେ କଅଣ? 22. ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ । 23. ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ । 24. ଯେ ଏହିସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହିସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ । 25. ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
ଯୋହନଲିଖିତ ସୁସମାଚାର ଅଧ୍ୟାୟ 1
ଯୋହନଲିଖିତ ସୁସମାଚାର ଅଧ୍ୟାୟ 2
ଯୋହନଲିଖିତ ସୁସମାଚାର ଅଧ୍ୟାୟ 3
ଯୋହନଲିଖିତ ସୁସମାଚାର ଅଧ୍ୟାୟ 4
ଯୋହନଲିଖିତ ସୁସମାଚାର ଅଧ୍ୟାୟ 5
ଯୋହନଲିଖିତ ସୁସମାଚାର ଅଧ୍ୟାୟ 6
ଯୋହନଲିଖିତ ସୁସମାଚାର ଅଧ୍ୟାୟ 7
ଯୋହନଲିଖିତ ସୁସମାଚାର ଅଧ୍ୟାୟ 8
ଯୋହନଲିଖିତ ସୁସମାଚାର ଅଧ୍ୟାୟ 9
ଯୋହନଲିଖିତ ସୁସମାଚାର ଅଧ୍ୟାୟ 10
ଯୋହନଲିଖିତ ସୁସମାଚାର ଅଧ୍ୟାୟ 11
ଯୋହନଲିଖିତ ସୁସମାଚାର ଅଧ୍ୟାୟ 12
ଯୋହନଲିଖିତ ସୁସମାଚାର ଅଧ୍ୟାୟ 13
ଯୋହନଲିଖିତ ସୁସମାଚାର ଅଧ୍ୟାୟ 14
ଯୋହନଲିଖିତ ସୁସମାଚାର ଅଧ୍ୟାୟ 15
ଯୋହନଲିଖିତ ସୁସମାଚାର ଅଧ୍ୟାୟ 16
ଯୋହନଲିଖିତ ସୁସମାଚାର ଅଧ୍ୟାୟ 17
ଯୋହନଲିଖିତ ସୁସମାଚାର ଅଧ୍ୟାୟ 18
ଯୋହନଲିଖିତ ସୁସମାଚାର ଅଧ୍ୟାୟ 19
ଯୋହନଲିଖିତ ସୁସମାଚାର ଅଧ୍ୟାୟ 20
ଯୋହନଲିଖିତ ସୁସମାଚାର ଅଧ୍ୟାୟ 21
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References