ଓଡିଆ ବାଇବଲ |
ALEP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
5
6
7
8
9
10
11
12
13
14
15
16
17
18
19
20
21
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
ରେକର୍ଡଗୁଡିକ
ଯୋହନଲିଖିତ ସୁସମାଚାର 3:0 (06 30 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଲିଖିତ ସୁସମାଚାର ଅଧ୍ୟାୟ 3
1
ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା ।
2
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ଵରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ଵର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ ।।
3
ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ ।
4
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କିପ୍ରକାର ଜନ୍ମ ହୋଇ ପାରେ? ସେ କଅଣ ଦ୍ଵିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ?
5
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
6
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
7
ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
8
ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶଦ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ଵନ୍ଧରେ ସେହିପ୍ରକାର ।
9
ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇ ପାରେ?
10
ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
12
ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ଵାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ଵର୍ଗୀୟ ବିଷୟ କହିଲେ କିପରି ବିଶ୍ଵାସ କରିବ?
13
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ ।
14
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ,
15
ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ ।
16
କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ ।
17
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
18
ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ ।
19
ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।
20
କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
21
କିନ୍ତୁ ଯେକେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ଵରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
22
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୁଦା ପ୍ରଦେଶକୁ ଗଲେ, ଆଉ ସେ ସେସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ।।ଦେବାକୁ ଲାଗିଲେ ।
23
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମଦେଉଥିଲେ, କାରଣ ସେସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
24
ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ ।
25
ସେଥିମଧ୍ୟରେ ଶୌଚକ୍ରିୟା ସମ୍ଵନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା ।
26
ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ଵନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି ।
27
ଯୋହନ ଉତ୍ତର ଦେଲେ, ସ୍ଵର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
28
ମୁଁ ଯେ ଖ୍ରୀଷ୍ଟ ନୁହେ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।
29
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ଵର ସକାଶେ ଅତ୍ୟ; ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।
30
ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ ।
31
ଯେ ଊର୍ଦ୍ଧ୍ଵରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ଵର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।
32
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।
33
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ଵର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି ।
34
କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।
35
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।
36
ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
ଯୋହନଲିଖିତ ସୁସମାଚାର 3
1. ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା । 2. ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ଵରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ଵର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ ।। 3. ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ । 4. ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କିପ୍ରକାର ଜନ୍ମ ହୋଇ ପାରେ? ସେ କଅଣ ଦ୍ଵିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ? 5. ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । 6. ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା । 7. ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ । 8. ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶଦ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ଵନ୍ଧରେ ସେହିପ୍ରକାର । 9. ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇ ପାରେ? 10. ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ? 11. ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ । 12. ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ଵାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ଵର୍ଗୀୟ ବିଷୟ କହିଲେ କିପରି ବିଶ୍ଵାସ କରିବ? 13. ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ । 14. ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ, 15. ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ । 16. କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ । 17. ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । 18. ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ । 19. ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । 20. କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । 21. କିନ୍ତୁ ଯେକେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ଵରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ । 22. ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୁଦା ପ୍ରଦେଶକୁ ଗଲେ, ଆଉ ସେ ସେସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ।।ଦେବାକୁ ଲାଗିଲେ । 23. ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମଦେଉଥିଲେ, କାରଣ ସେସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ । 24. ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ । 25. ସେଥିମଧ୍ୟରେ ଶୌଚକ୍ରିୟା ସମ୍ଵନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା । 26. ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ଵନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି । 27. ଯୋହନ ଉତ୍ତର ଦେଲେ, ସ୍ଵର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ । 28. ମୁଁ ଯେ ଖ୍ରୀଷ୍ଟ ନୁହେ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ । 29. ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ଵର ସକାଶେ ଅତ୍ୟ; ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି । 30. ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ । 31. ଯେ ଊର୍ଦ୍ଧ୍ଵରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ଵର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ । 32. ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ । 33. ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ଵର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି । 34. କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ । 35. ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି । 36. ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
ଯୋହନଲିଖିତ ସୁସମାଚାର ଅଧ୍ୟାୟ 1
ଯୋହନଲିଖିତ ସୁସମାଚାର ଅଧ୍ୟାୟ 2
ଯୋହନଲିଖିତ ସୁସମାଚାର ଅଧ୍ୟାୟ 3
ଯୋହନଲିଖିତ ସୁସମାଚାର ଅଧ୍ୟାୟ 4
ଯୋହନଲିଖିତ ସୁସମାଚାର ଅଧ୍ୟାୟ 5
ଯୋହନଲିଖିତ ସୁସମାଚାର ଅଧ୍ୟାୟ 6
ଯୋହନଲିଖିତ ସୁସମାଚାର ଅଧ୍ୟାୟ 7
ଯୋହନଲିଖିତ ସୁସମାଚାର ଅଧ୍ୟାୟ 8
ଯୋହନଲିଖିତ ସୁସମାଚାର ଅଧ୍ୟାୟ 9
ଯୋହନଲିଖିତ ସୁସମାଚାର ଅଧ୍ୟାୟ 10
ଯୋହନଲିଖିତ ସୁସମାଚାର ଅଧ୍ୟାୟ 11
ଯୋହନଲିଖିତ ସୁସମାଚାର ଅଧ୍ୟାୟ 12
ଯୋହନଲିଖିତ ସୁସମାଚାର ଅଧ୍ୟାୟ 13
ଯୋହନଲିଖିତ ସୁସମାଚାର ଅଧ୍ୟାୟ 14
ଯୋହନଲିଖିତ ସୁସମାଚାର ଅଧ୍ୟାୟ 15
ଯୋହନଲିଖିତ ସୁସମାଚାର ଅଧ୍ୟାୟ 16
ଯୋହନଲିଖିତ ସୁସମାଚାର ଅଧ୍ୟାୟ 17
ଯୋହନଲିଖିତ ସୁସମାଚାର ଅଧ୍ୟାୟ 18
ଯୋହନଲିଖିତ ସୁସମାଚାର ଅଧ୍ୟାୟ 19
ଯୋହନଲିଖିତ ସୁସମାଚାର ଅଧ୍ୟାୟ 20
ଯୋହନଲିଖିତ ସୁସମାଚାର ଅଧ୍ୟାୟ 21
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References