ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 86

1 ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ । 2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର । 3 ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ । 4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ । 5 ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ । 6 ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର । 7 ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ । 8 ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ । 9 ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ । 10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ । ତୁମ୍ଭେ ଏକମାତ୍ର ପରମେଶ୍ଵର ଅଟ । 11 ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର । 12 ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି । 13 କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ । 14 ହେ ପରମେଶ୍ଵର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁର; ଲୋକଙ୍କ ମଣ୍ତଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି । 15 ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ । 16 ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର । 17 ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୋ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ଵନା କରିଅଛ ।
1. ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ । 2. ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର । 3. ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ । 4. ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ । 5. ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ । 6. ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର । 7. ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ । 8. ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ । 9. ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ । 10. କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ । ତୁମ୍ଭେ ଏକମାତ୍ର ପରମେଶ୍ଵର ଅଟ । 11. ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର । 12. ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି । 13. କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ । 14. ହେ ପରମେଶ୍ଵର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁର; ଲୋକଙ୍କ ମଣ୍ତଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି । 15. ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ । 16. ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର । 17. ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୋ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ଵନା କରିଅଛ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References