ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 25

1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି । 2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । 3 ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । 4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; 5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ । 6 ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ । 7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ । 8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ । 9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ । 10 ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 18 ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 19 ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 22 ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 24 ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 26 ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 28 ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 29 ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 30 ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 31 ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ ।
1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି । .::. 2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । .::. 3 ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । .::. 4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; .::. 5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ । .::. 6 ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ । .::. 7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ । .::. 8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ । .::. 9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ । .::. 10 ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । .::. 11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । .::. 13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । .::. 14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । .::. 15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । .::. 17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 18 ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 19 ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 22 ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 24 ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 26 ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 28 ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 29 ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 30 ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; .::. 31 ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ । .::.
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References