ଓଡିଆ ବାଇବଲ |
ASV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
History
ଆଦି ପୁସ୍ତକ 26:22 (02 07 am)
ଗୀତସଂହିତା 81:139 (02 07 am)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:0 (02 07 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
1
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
2
ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
3
ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ । କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ?
4
ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ⇧ ⇧ ନୁହଁ?
5
ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ ।
6
ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି ।
7
ଅତଏବ, ଯେ ରୋପଣ କରେ କିମ୍ଵା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ଵର, ସେ ସାର ।
8
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।
9
କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ ।
10
ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି । କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ ।
11
କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ ।
12
କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
13
ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।
14
ଯେ ଯାହା ନିର୍ମାଣ କରିଅଛି, ତାʼର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;
15
ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ ।
16
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
17
ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
18
କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।
19
କାରଣ ଏହି ଜଗତର ଜ୍ଞାନ ଈଶ୍ଵରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତିନ୍ତ”
20
ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି ।”
21
ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
22
କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
23
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି ଖ୍ରୀଷ୍ଟ ଈଶ୍ଵରଙ୍କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3
1
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
.::.

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References