ଓଡିଆ ବାଇବଲ |
ASV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:0 (09 55 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
1
ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
2
କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ଵରଙ୍କ ନିକଟରେ ନୁହେଁ ।
3
କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
4
ଯେ କର୍ମ କରେ, ତାହା ପକ୍ଷରେ ତାʼର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ ।
5
କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ଵାସ କରେ, ତାହା ପକ୍ଷରେ ତାʼର ବିଶ୍ଵାସ ଧାର୍ମିକତା ବୋଲି ଗଣିତ ହୁଏ ।
6
ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,
7
“ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ ।
8
ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।”
9
ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ବା ଅସୁନ୍ନତିମାନଙ୍କୁ ମଧ୍ୟ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ଵାସ ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା ।
10
ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ ।
11
ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ଵାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ଵରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ଵାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
12
ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।
13
କାରଣ ଅବ୍ରହାମ କିମ୍ଵା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ଵାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ଵାସର ଧାର୍ମିକତା ଦ୍ଵାରା ଦିଆଯାଇଥିଲା ।
14
ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି ।
15
କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।
16
ଏଣୁ ଏହି ଧାର୍ମିକତା ବିଶ୍ଵାସ ହେତୁ ମିଳେ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ଦ୍ଵାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ଵୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ଵାସାବଲମ୍ଵୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
17
ଯେଉଁ ଈଶ୍ଵରଙ୍କୁ ସେ ବିଶ୍ଵାସ କଲେ, ଯେ ମୃତମାନଙ୍କୁ ସଜୀବ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ଵରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।
18
“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ଵାସ କଲେ ।
19
ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ଵାସରେ ଦୁର୍ବଳ ହେଲେ ନାହିଁ,
20
ବରଂ ଈଶ୍ଵରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ଵାସ ହେତୁ ସନ୍ଦେହ କଲେ ନାହିଁ,
21
କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ ।
22
ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା;
23
ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
24
ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ଵାସ କରୁଅଛୁଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
25
ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4
1. ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା? 2. କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ଵରଙ୍କ ନିକଟରେ ନୁହେଁ । 3. କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । 4. ଯେ କର୍ମ କରେ, ତାହା ପକ୍ଷରେ ତାʼର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ । 5. କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ଵାସ କରେ, ତାହା ପକ୍ଷରେ ତାʼର ବିଶ୍ଵାସ ଧାର୍ମିକତା ବୋଲି ଗଣିତ ହୁଏ । 6. ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା, 7. “ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ । 8. ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।” 9. ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ବା ଅସୁନ୍ନତିମାନଙ୍କୁ ମଧ୍ୟ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ଵାସ ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା । 10. ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ । 11. ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ଵାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ଵରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ଵାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି, 12. ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ । 13. କାରଣ ଅବ୍ରହାମ କିମ୍ଵା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ଵାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ଵାସର ଧାର୍ମିକତା ଦ୍ଵାରା ଦିଆଯାଇଥିଲା । 14. ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି । 15. କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ । 16. ଏଣୁ ଏହି ଧାର୍ମିକତା ବିଶ୍ଵାସ ହେତୁ ମିଳେ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ଦ୍ଵାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ଵୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ଵାସାବଲମ୍ଵୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ; 17. ଯେଉଁ ଈଶ୍ଵରଙ୍କୁ ସେ ବିଶ୍ଵାସ କଲେ, ଯେ ମୃତମାନଙ୍କୁ ସଜୀବ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ଵରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ । 18. “ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ଵାସ କଲେ । 19. ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ଵାସରେ ଦୁର୍ବଳ ହେଲେ ନାହିଁ, 20. ବରଂ ଈଶ୍ଵରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ଵାସ ହେତୁ ସନ୍ଦେହ କଲେ ନାହିଁ, 21. କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ । 22. ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା; 23. ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ, 24. ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ଵାସ କରୁଅଛୁଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ; 25. ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References