ଓଡିଆ ବାଇବଲ |
BHS
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:0 (08 23 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 5
1
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
2
ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
3
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।
4
କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
5
ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି ।
6
ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ ।
7
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ),
8
ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।
9
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା ।
10
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ ।
11
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
12
ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ ।
13
ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ ।
14
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
16
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।
17
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
18
କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
19
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
20
ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ ।
21
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5
1. କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ । 2. ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; 3. ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ । 4. କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । 5. ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି । 6. ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ । 7. (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ), 8. ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ । 9. ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା । 10. କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ । 11. ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ । 12. ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ । 13. ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ । 14. କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15. ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି । 16. ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ । 17. ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି । 18. କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; 19. ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି । 20. ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ । 21. ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References