ଓଡିଆ ବାଇବଲ |
BHS
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
30
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
:
1
2
3
4
5
6
7
8
9
10
11
12
13
14
15
16
17
18
19
20
ରେକର୍ଡଗୁଡିକ
ଦିତୀୟ ବିବରଣ 30:0 (05 04 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ବିବରଣ ଅଧ୍ୟାୟ 30
1
ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଶାପ ଥୋଇଲି, ସେସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେସବୁ ସ୍ମରଣ କରିବ;
2
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
3
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ବନ୍ଦୀତ୍ଵ ଫେରାଇବେ ଓ ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ ।
4
ଯେବେ ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ତଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେଠାରୁ ହିଁ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ ।
5
ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ ।
6
ପୁଣି ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ ।
7
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହିସବୁ ଶାପ ବର୍ତ୍ତାଇବେ ।
8
ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ ।
9
ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ଫେରିବ;
10
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ ।
11
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ ।
12
ତାହା ସ୍ଵର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ଵର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
13
କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
14
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି ।
15
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଲି ।
16
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା ଓ ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ ।
17
ମାତ୍ର ଯେବେ ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
18
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ ।
19
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଲିନ୍ତଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
20
ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ ।
ଦିତୀୟ ବିବରଣ 30
1. ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଶାପ ଥୋଇଲି, ସେସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେସବୁ ସ୍ମରଣ କରିବ; 2. ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ; 3. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ବନ୍ଦୀତ୍ଵ ଫେରାଇବେ ଓ ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ । 4. ଯେବେ ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ତଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେଠାରୁ ହିଁ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ । 5. ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ । 6. ପୁଣି ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ । 7. ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହିସବୁ ଶାପ ବର୍ତ୍ତାଇବେ । 8. ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ । 9. ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ଫେରିବ; 10. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ । 11. ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ । 12. ତାହା ସ୍ଵର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ଵର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ? 13. କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ? 14. ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି । 15. ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଲି । 16. ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା ଓ ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ । 17. ମାତ୍ର ଯେବେ ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ; 18. ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ । 19. ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଲିନ୍ତଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର; 20. ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ ।
ଦିତୀୟ ବିବରଣ ଅଧ୍ୟାୟ 1
ଦିତୀୟ ବିବରଣ ଅଧ୍ୟାୟ 2
ଦିତୀୟ ବିବରଣ ଅଧ୍ୟାୟ 3
ଦିତୀୟ ବିବରଣ ଅଧ୍ୟାୟ 4
ଦିତୀୟ ବିବରଣ ଅଧ୍ୟାୟ 5
ଦିତୀୟ ବିବରଣ ଅଧ୍ୟାୟ 6
ଦିତୀୟ ବିବରଣ ଅଧ୍ୟାୟ 7
ଦିତୀୟ ବିବରଣ ଅଧ୍ୟାୟ 8
ଦିତୀୟ ବିବରଣ ଅଧ୍ୟାୟ 9
ଦିତୀୟ ବିବରଣ ଅଧ୍ୟାୟ 10
ଦିତୀୟ ବିବରଣ ଅଧ୍ୟାୟ 11
ଦିତୀୟ ବିବରଣ ଅଧ୍ୟାୟ 12
ଦିତୀୟ ବିବରଣ ଅଧ୍ୟାୟ 13
ଦିତୀୟ ବିବରଣ ଅଧ୍ୟାୟ 14
ଦିତୀୟ ବିବରଣ ଅଧ୍ୟାୟ 15
ଦିତୀୟ ବିବରଣ ଅଧ୍ୟାୟ 16
ଦିତୀୟ ବିବରଣ ଅଧ୍ୟାୟ 17
ଦିତୀୟ ବିବରଣ ଅଧ୍ୟାୟ 18
ଦିତୀୟ ବିବରଣ ଅଧ୍ୟାୟ 19
ଦିତୀୟ ବିବରଣ ଅଧ୍ୟାୟ 20
ଦିତୀୟ ବିବରଣ ଅଧ୍ୟାୟ 21
ଦିତୀୟ ବିବରଣ ଅଧ୍ୟାୟ 22
ଦିତୀୟ ବିବରଣ ଅଧ୍ୟାୟ 23
ଦିତୀୟ ବିବରଣ ଅଧ୍ୟାୟ 24
ଦିତୀୟ ବିବରଣ ଅଧ୍ୟାୟ 25
ଦିତୀୟ ବିବରଣ ଅଧ୍ୟାୟ 26
ଦିତୀୟ ବିବରଣ ଅଧ୍ୟାୟ 27
ଦିତୀୟ ବିବରଣ ଅଧ୍ୟାୟ 28
ଦିତୀୟ ବିବରଣ ଅଧ୍ୟାୟ 29
ଦିତୀୟ ବିବରଣ ଅଧ୍ୟାୟ 30
ଦିତୀୟ ବିବରଣ ଅଧ୍ୟାୟ 31
ଦିତୀୟ ବିବରଣ ଅଧ୍ୟାୟ 32
ଦିତୀୟ ବିବରଣ ଅଧ୍ୟାୟ 33
ଦିତୀୟ ବିବରଣ ଅଧ୍ୟାୟ 34
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References