ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 76

1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ । 2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ । 3 ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା 4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ । 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ । 6 ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି । 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 8 ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା 10 ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ । 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ । 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ । 2. ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ । 3. ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା 4. ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ । 5. ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ । 6. ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି । 7. ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 8. ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9. ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା 10. ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ । 11. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ । 12. ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References