ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 9

1 ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି । 2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି । 4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ । 5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ । 6 ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି । 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି । 8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ । 9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ । ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ । 11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର । 12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ । 13 ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର । 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି । 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି । 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । [ହିଗାୟୋନ୍ । ସେଲା । 17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ । 18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ । 19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ । 20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ । [ସେଲା
1. ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି । 2. ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 3. ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି । 4. କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ । 5. ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ । 6. ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି । 7. ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି । 8. ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ । 9. ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ । ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; 10. ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ । 11. ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର । 12. କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ । 13. ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର । 14. ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି । 15. ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି । 16. ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । [ହିଗାୟୋନ୍ । ସେଲା । 17. ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ । 18. କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ । 19. ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ । 20. ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ । [ସେଲା
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References