ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 20

1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭ 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା । 3 ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; 4 ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ । 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ । 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?
1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭ .::. 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା । .::. 3 ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; .::. 4 ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ । .::. 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ । .::. 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା? .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References