ଓଡିଆ ବାଇବଲ |
BNV
ORV
IRVOR
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
29
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
ରେକର୍ଡଗୁଡିକ
ଆଦି ପୁସ୍ତକ 28:131 (08 27 pm)
ଗୀତସଂହିତା 118:51 (08 27 pm)
ପ୍ରଥମ ରାଜାବଳୀ 2:42 (08 27 pm)
ଯିରିମିୟ 26:10 (08 27 pm)
ଉପଦେଶକ 3:21 (08 27 pm)
ଲେବୀୟ ପୁସ୍ତକ 19:8 (08 28 pm)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:10 (08 28 pm)
ଯିରିମିୟ 29:0 (08 28 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 29
1
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକ-ଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
2
ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
3
ଯିହୁଦାର ରାଜା ସିଦିକୀୟ ଦ୍ଵାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ଵାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,
4
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
5
ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
6
ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ସ୍ଵାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ ।
7
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ ।
8
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ ।
9
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ ।
10
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା ।
11
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ ।
12
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ଵାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା ।
13
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ଵେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
14
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା ।
15
ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ ।
16
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
17
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା ।
18
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
19
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣକୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ଏହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ନୋହିଲ ।
20
ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
21
କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
22
ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ ।
23
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ ।
24
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
25
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
26
କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି ।
27
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ?
28
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର ।
29
ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା ।
30
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
31
ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ଵାସ ଜନ୍ମାଇଅଛି;
32
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି ।
ଯିରିମିୟ 29
1. ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକ-ଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ, 2. ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି, 3. ଯିହୁଦାର ରାଜା ସିଦିକୀୟ ଦ୍ଵାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ଵାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା, 4. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି; 5. ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର; 6. ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ସ୍ଵାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ । 7. ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ । 8. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ । 9. କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ । 10. ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା । 11. କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ । 12. ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ଵାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା । 13. ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ଵେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ। 14. ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା । 15. ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ । 16. ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; 17. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା । 18. ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା; 19. କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣକୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ଏହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ନୋହିଲ । 20. ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ । 21. କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; 22. ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ । 23. କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ । 24. ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ, 25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, 26. କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି । 27. ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ? 28. ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର । 29. ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା । 30. ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା । 31. ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ଵାସ ଜନ୍ମାଇଅଛି; 32. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି ।
ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References