ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 35

1 ଆହୁରି, ଇଲୀହୂ ଉତ୍ତର କରି କହିଲା, 2 ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ଵରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ? 3 ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ 4 ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି । 5 ଗଗନମଣ୍ତଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ତଳକୁ ଦେଖ 6 ତୁମ୍ଭେ ପାପ କଲେ, ପରମେଶ୍ଵରଙ୍କ ବିରୁଦ୍ଧରେ କଅଣ କର 7 ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି 8 ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ । 9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି । 10 ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି 11 ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି ନ କହେ । 12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ । 13 ନିଶ୍ଚୟ ପରମେଶ୍ଵର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ । 14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ଵରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି । 15 ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ; 16 ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ ।
1 ଆହୁରି, ଇଲୀହୂ ଉତ୍ତର କରି କହିଲା, .::. 2 ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ଵରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ? .::. 3 ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ .::. 4 ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି । .::. 5 ଗଗନମଣ୍ତଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ତଳକୁ ଦେଖ .::. 6 ତୁମ୍ଭେ ପାପ କଲେ, ପରମେଶ୍ଵରଙ୍କ ବିରୁଦ୍ଧରେ କଅଣ କର .::. 7 ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି .::. 8 ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ । .::. 9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି । .::. 10 ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି .::. 11 ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି ନ କହେ । .::. 12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ । .::. 13 ନିଶ୍ଚୟ ପରମେଶ୍ଵର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ । .::. 14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ଵରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି । .::. 15 ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ; .::. 16 ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References