ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 141

1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ । 2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ । 3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର । 4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ । 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ । 6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ । 7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି । 8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ । 9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର । 10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ ।
1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ । .::. 2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ । .::. 3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର । .::. 4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ । .::. 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ । .::. 6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ । .::. 7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି । .::. 8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ । .::. 9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର । .::. 10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References