ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 26

1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି । 2. ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର । 3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି । 4. ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ । 5. ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ । 6. ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି, 7. ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି । 8. ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ । 9. ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ । 10. ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ । 11. ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ । 12. ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି ।
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି । .::. 2. ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର । .::. 3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି । .::. 4. ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ । .::. 5. ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ । .::. 6. ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି, .::. 7. ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି । .::. 8. ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ । .::. 9. ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ । .::. 10. ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ । .::. 11. ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ । .::. 12. ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References