ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 46

1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ । 2. ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା 4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ । 5. ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ । 6. ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା । 7. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । 8. ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି! 9. ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି । 10. କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ । 11. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । [ସେଲା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ । .::. 2. ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; .::. 3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା .::. 4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ । .::. 5. ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ । .::. 6. ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା । .::. 7. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । .::. 8. ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି! .::. 9. ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି । .::. 10. କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ । .::. 11. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । [ସେଲା .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References