ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 75

1. ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି । 2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା । 3. ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା 4. ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ; 5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ । 6. କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ । 7. ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି । 8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ । 9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି । 10. ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି । .::. 2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା । .::. 3. ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା .::. 4. ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ; .::. 5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ । .::. 6. କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ । .::. 7. ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି । .::. 8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ । .::. 9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି । .::. 10. ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References