ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 42

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) । ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ । 2 ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି? 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? 4 ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି । 6 ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି । 7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି । 8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ । 9 ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି? 10 ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) । ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ । .::. 2 ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି? .::. 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? .::. 4 ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। .::. 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି । .::. 6 ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି । .::. 7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି । .::. 8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ । .::. 9 ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି? .::. 10 ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? .::. 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References