ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 77

1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ । ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ । 2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା । 3 ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ । [ସେଲା 4 ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ । 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି । 6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା । 7 ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ? 8 ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ? 9 ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା 10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି । 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି । 12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି । 13 ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ? 14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ । 15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ । 16 ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା । 17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା । 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା । 19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା । 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ । ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ । .::. 2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା । .::. 3 ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ । [ସେଲା .::. 4 ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ । .::. 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି । .::. 6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା । .::. 7 ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ? .::. 8 ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ? .::. 9 ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା .::. 10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି । .::. 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି । .::. 12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି । .::. 13 ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ? .::. 14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ । .::. 15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ । .::. 16 ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା । .::. 17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା । .::. 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା । .::. 19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା । .::. 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References