ଓଡିଆ ବାଇବଲ |
ECTA
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଆଦି ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
20
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
:
1
2
3
4
5
6
7
8
9
10
11
12
13
14
15
16
17
18
ରେକର୍ଡଗୁଡିକ
ଆଦି ପୁସ୍ତକ 20:0 (09 32 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆଦି ପୁସ୍ତକ ଅଧ୍ୟାୟ 20
1
ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ ।
2
ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ ।
3
ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି ।
4
ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
5
ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି ।
6
ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ ।
7
ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ ।
8
ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ ।
9
ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ ।
10
ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?
11
ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ ।
12
ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା ।
13
ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ ।
14
ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ ।
15
ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର ।
16
ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା ।
17
ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ ।
18
ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ ।
ଆଦି ପୁସ୍ତକ 20
1. ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ । 2. ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ । 3. ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି । 4. ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ? 5. ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି । 6. ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ । 7. ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ । 8. ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ । 9. ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ । 10. ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ? 11. ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ । 12. ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା । 13. ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ । 14. ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ । 15. ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର । 16. ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା । 17. ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ । 18. ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ ।
ଆଦି ପୁସ୍ତକ ଅଧ୍ୟାୟ 1
ଆଦି ପୁସ୍ତକ ଅଧ୍ୟାୟ 2
ଆଦି ପୁସ୍ତକ ଅଧ୍ୟାୟ 3
ଆଦି ପୁସ୍ତକ ଅଧ୍ୟାୟ 4
ଆଦି ପୁସ୍ତକ ଅଧ୍ୟାୟ 5
ଆଦି ପୁସ୍ତକ ଅଧ୍ୟାୟ 6
ଆଦି ପୁସ୍ତକ ଅଧ୍ୟାୟ 7
ଆଦି ପୁସ୍ତକ ଅଧ୍ୟାୟ 8
ଆଦି ପୁସ୍ତକ ଅଧ୍ୟାୟ 9
ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 11
ଆଦି ପୁସ୍ତକ ଅଧ୍ୟାୟ 12
ଆଦି ପୁସ୍ତକ ଅଧ୍ୟାୟ 13
ଆଦି ପୁସ୍ତକ ଅଧ୍ୟାୟ 14
ଆଦି ପୁସ୍ତକ ଅଧ୍ୟାୟ 15
ଆଦି ପୁସ୍ତକ ଅଧ୍ୟାୟ 16
ଆଦି ପୁସ୍ତକ ଅଧ୍ୟାୟ 17
ଆଦି ପୁସ୍ତକ ଅଧ୍ୟାୟ 18
ଆଦି ପୁସ୍ତକ ଅଧ୍ୟାୟ 19
ଆଦି ପୁସ୍ତକ ଅଧ୍ୟାୟ 20
ଆଦି ପୁସ୍ତକ ଅଧ୍ୟାୟ 21
ଆଦି ପୁସ୍ତକ ଅଧ୍ୟାୟ 22
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 24
ଆଦି ପୁସ୍ତକ ଅଧ୍ୟାୟ 25
ଆଦି ପୁସ୍ତକ ଅଧ୍ୟାୟ 26
ଆଦି ପୁସ୍ତକ ଅଧ୍ୟାୟ 27
ଆଦି ପୁସ୍ତକ ଅଧ୍ୟାୟ 28
ଆଦି ପୁସ୍ତକ ଅଧ୍ୟାୟ 29
ଆଦି ପୁସ୍ତକ ଅଧ୍ୟାୟ 30
ଆଦି ପୁସ୍ତକ ଅଧ୍ୟାୟ 31
ଆଦି ପୁସ୍ତକ ଅଧ୍ୟାୟ 32
ଆଦି ପୁସ୍ତକ ଅଧ୍ୟାୟ 33
ଆଦି ପୁସ୍ତକ ଅଧ୍ୟାୟ 34
ଆଦି ପୁସ୍ତକ ଅଧ୍ୟାୟ 35
ଆଦି ପୁସ୍ତକ ଅଧ୍ୟାୟ 36
ଆଦି ପୁସ୍ତକ ଅଧ୍ୟାୟ 37
ଆଦି ପୁସ୍ତକ ଅଧ୍ୟାୟ 38
ଆଦି ପୁସ୍ତକ ଅଧ୍ୟାୟ 39
ଆଦି ପୁସ୍ତକ ଅଧ୍ୟାୟ 40
ଆଦି ପୁସ୍ତକ ଅଧ୍ୟାୟ 41
ଆଦି ପୁସ୍ତକ ଅଧ୍ୟାୟ 42
ଆଦି ପୁସ୍ତକ ଅଧ୍ୟାୟ 43
ଆଦି ପୁସ୍ତକ ଅଧ୍ୟାୟ 44
ଆଦି ପୁସ୍ତକ ଅଧ୍ୟାୟ 45
ଆଦି ପୁସ୍ତକ ଅଧ୍ୟାୟ 46
ଆଦି ପୁସ୍ତକ ଅଧ୍ୟାୟ 47
ଆଦି ପୁସ୍ତକ ଅଧ୍ୟାୟ 48
ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 50
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References