ଓଡିଆ ବାଇବଲ |
ECTA
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
21
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
1
2
3
4
5
6
7
8
9
10
11
12
13
14
15
16
17
ରେକର୍ଡଗୁଡିକ
ଯିଶାଇୟ 21:0 (03 18 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 21
1
ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାରୋକ୍ତି । ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ,ଏକ ଭୟଙ୍କର ଦେଶରୁ ଆସୁଅଛି ।
2
ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ଵାସଘାତକ ବିଶ୍ଵାସଘାତକତା କରୁଅଛି ଓ ଲୁଟକାରୀ ଲୁଟୁଅଛି । ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ଵନିସବୁ ନିବୃତ୍ତ କରିଅଛି ।
3
ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରା; କରିଅଛିନ୍ତ ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ଵଳ ଯେ, ମୁଁ ଦେଖି ପାରୁ ନାହିଁ ।
4
ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି ।
5
ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର ।
6
କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
7
ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ ।
8
ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶଦ୍ଦ କରି କହିଲା, ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି;
9
ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି । ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା ।
10
ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି ।
11
ଦୁମା ବିଷୟକ ଭାରୋକ୍ତି । ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?
12
ପ୍ରହରୀ କହିଲା, ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯେବେ ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ ।
13
ଆରବ ବିଷୟକ ଭାରୋକ୍ତି । ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରିଯାପନ କରିବ ।
14
ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ଟେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ ।
15
କାରଣ ସେମାନେ ଖଡ଼୍ଗରୁ, ନିଷ୍କୋଷ ଖଡ଼୍ଗରୁ, ଗୁଣଦିଆ ଧନୁରୁ ଓ କ୍ଳେଶଜନକ ଯୁଦ୍ଧରୁ ପଳାଇଲେ ।
16
ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦରର ସକଳ ପ୍ରତାପ ଲୁପ୍ତ ହେବ;
17
ଆଉ, କେଦରବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧର ଅବଶିଷ୍ଟ ରହିବେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହା କହିଅଛନ୍ତି ।
ଯିଶାଇୟ 21
1. ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାରୋକ୍ତି । ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ,ଏକ ଭୟଙ୍କର ଦେଶରୁ ଆସୁଅଛି । 2. ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ଵାସଘାତକ ବିଶ୍ଵାସଘାତକତା କରୁଅଛି ଓ ଲୁଟକାରୀ ଲୁଟୁଅଛି । ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ଵନିସବୁ ନିବୃତ୍ତ କରିଅଛି । 3. ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରା; କରିଅଛିନ୍ତ ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ଵଳ ଯେ, ମୁଁ ଦେଖି ପାରୁ ନାହିଁ । 4. ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି । 5. ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର । 6. କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ; 7. ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ । 8. ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶଦ୍ଦ କରି କହିଲା, ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି; 9. ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି । ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା । 10. ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି । 11. ଦୁମା ବିଷୟକ ଭାରୋକ୍ତି । ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା? 12. ପ୍ରହରୀ କହିଲା, ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯେବେ ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ । 13. ଆରବ ବିଷୟକ ଭାରୋକ୍ତି । ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରିଯାପନ କରିବ । 14. ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ଟେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ । 15. କାରଣ ସେମାନେ ଖଡ଼୍ଗରୁ, ନିଷ୍କୋଷ ଖଡ଼୍ଗରୁ, ଗୁଣଦିଆ ଧନୁରୁ ଓ କ୍ଳେଶଜନକ ଯୁଦ୍ଧରୁ ପଳାଇଲେ । 16. ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦରର ସକଳ ପ୍ରତାପ ଲୁପ୍ତ ହେବ; 17. ଆଉ, କେଦରବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧର ଅବଶିଷ୍ଟ ରହିବେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହା କହିଅଛନ୍ତି ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References