ଓଡିଆ ବାଇବଲ |
ECTA
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
28
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
1
2
3
4
5
6
7
8
9
10
11
12
13
14
15
16
17
18
19
20
ରେକର୍ଡଗୁଡିକ
ଗୀତସଂହିତା 38:149 (01 13 pm)
ମାଥିଉଲିଖିତ ସୁସମାଚାର 28:0 (01 13 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
1
ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
2
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ ।
3
ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା,
4
ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ ।
5
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ ।
6
ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ ।
7
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।
8
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ ।
9
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।
10
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ ।
11
ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ ।
12
ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
13
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ ।
14
ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା ।
15
ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି ।
16
କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ ।
17
ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ ।
18
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି ।
19
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
ମାଥିଉଲିଖିତ ସୁସମାଚାର 28
1. ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। 2. ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ । 3. ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା, 4. ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ । 5. କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ । 6. ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ । 7. ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି । 8. ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ । 9. ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ । 10. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ । 11. ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ । 12. ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, 13. ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ । 14. ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା । 15. ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି । 16. କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ । 17. ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ । 18. ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି । 19. ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20. ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References