ଓଡିଆ ବାଇବଲ |
ERVBN
ORV
IRVOR
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
36
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
ରେକର୍ଡଗୁଡିକ
ଗଣନା ପୁସ୍ତକ 29:38 (07 54 pm)
ଆଦି ପୁସ୍ତକ 21:20 (07 54 pm)
ଉପଦେଶକ 3:16 (07 54 pm)
ଆଦି ପୁସ୍ତକ 50:39 (07 54 pm)
ଗୀତସଂହିତା 119:107 (07 54 pm)
ଦିତୀୟ ଶାମୁୟେଲ 21:4 (07 54 pm)
ଗୀତସଂହିତା 107:15 (07 54 pm)
ଗୀତସଂହିତା 140:152 (07 54 pm)
ଗୀତସଂହିତା 112:74 (07 54 pm)
ଗୀତସଂହିତା 119:102 (07 55 pm)
ଯିରିମିୟ 36:14 (07 55 pm)
ଲେବୀୟ ପୁସ୍ତକ 4:28 (07 55 pm)
ଲେବୀୟ ପୁସ୍ତକ 9:34 (07 55 pm)
ଦିତୀୟ ବିବରଣ 10:8 (07 55 pm)
ଯିଶାଇୟ 32:13 (07 55 pm)
ଗଣନା ପୁସ୍ତକ 27:17 (07 55 pm)
ପ୍ରଥମ ରାଜାବଳୀ 11:29 (07 55 pm)
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:14 (07 55 pm)
ଗଣନା ପୁସ୍ତକ 15:17 (07 55 pm)
ଗୀତସଂହିତା 74:132 (07 55 pm)
ଯିଶାଇୟ 36:0 (07 55 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 36
1
ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା ।
2
ତହିଁରେ ଅଶୂରର ରାଜା ରବ୍ଶାକିକି ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା । ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା ।
3
ତେବେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ ।
4
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
5
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
6
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
7
ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
8
ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
9
ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ?
10
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର ।
11
ଏଥିରେ ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବଶାକିକି କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ ।
12
ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?
13
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
14
ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;
15
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ ।
16
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ-ଜଳ ପାନ କର;
17
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି ।
18
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ । ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
19
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
20
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?
21
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା ।
22
ତହିଁରେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ ।
ଯିଶାଇୟ 36
1. ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା । 2. ତହିଁରେ ଅଶୂରର ରାଜା ରବ୍ଶାକିକି ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା । ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା । 3. ତେବେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ । 4. ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ? 5. ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ? 6. ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର । 7. ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି? 8. ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ । 9. ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ? 10. ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର । 11. ଏଥିରେ ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବଶାକିକି କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ । 12. ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି? 13. ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ । 14. ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ; 15. କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ । 16. ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ-ଜଳ ପାନ କର; 17. ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି । 18. ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ । ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? 19. ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି? 20. ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ? 21. ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା । 22. ତହିଁରେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References