ଓଡିଆ ବାଇବଲ |
ERVBN
ORV
IRVOR
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
18
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
ରେକର୍ଡଗୁଡିକ
ଆଦି ପୁସ୍ତକ 19:16 (08 00 am)
ଗଣନା ପୁସ୍ତକ 14:11 (08 00 am)
ଯୋହନଲିଖିତ ସୁସମାଚାର 5:20 (08 00 am)
ଯିରିମିୟ 14:5 (08 01 am)
ପ୍ରଥମ ଶାମୁୟେଲ 10:30 (08 01 am)
ଗୀତସଂହିତା 75:0 (08 01 am)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8:12 (08 01 am)
ଯାତ୍ରା ପୁସ୍ତକ 16:22 (08 01 am)
ଗୀତସଂହିତା 90:0 (08 01 am)
ପ୍ରଥମ ରାଜାବଳୀ 18:0 (08 01 am)
ଯିରିମିୟଙ୍କ ବିଳାପ 4:14 (08 01 am)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:18 (08 01 am)
ଯାତ୍ରା ପୁସ୍ତକ 30:2 (08 01 am)
ଗୀତସଂହିତା 103:89 (08 01 am)
ଗୀତସଂହିତା 22:73 (08 01 am)
ଗୀତସଂହିତା 59:24 (08 01 am)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:16 (08 01 am)
ଗୀତସଂହିତା 115:127 (08 01 am)
ଦିତୀୟ ବିବରଣ 33:51 (08 01 am)
ଦିତୀୟ ବିବରଣ 26:27 (08 01 am)
ପରମଗୀତ 5:1 (08 01 am)
ଗୀତସଂହିତା 78:0 (08 01 am)
ଦିତୀୟ ବିବରଣ 23:35 (08 01 am)
ଦିତୀୟ ବିବରଣ 26:23 (08 01 am)
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:5 (08 01 am)
ମାଥିଉଲିଖିତ ସୁସମାଚାର 18:0 (08 01 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
1
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ଵର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
2
ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇ କହିଲେ,
3
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲାଙ୍କ ପରି ନ ହେଲେ କୌଣସି ପ୍ରକାରେ ସ୍ଵର୍ଗ-ରାଜ୍ୟରେ ପ୍ରବେଶ କରିବ ନାହିଁ ।
4
ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ।
5
ଆଉ, ଯେ କେହି ମୋʼ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
6
କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା ।
7
ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ଵାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର ।
8
ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
9
ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭ ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ଘେନି ଅଗ୍ନିମୟ ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
10
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
11
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।]
12
ତୁମ୍ଭେମାନେ କଅଣ ମନେ କର? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ଵତକୁ ପର୍ବତରେ ଛାଡ଼ି ସେ ଯାଇ ସେହି ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ?
13
ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
14
ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ ।
15
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ ।
16
କିନ୍ତୁ ଯଦି ସେ ନ ଶୁଣେ, ତାହାହେଲେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣଙ୍କୁ ଘେନିଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
17
ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ତଳୀକି କୁହ, ଆଉ ଯଦି ସେ ମଣ୍ତଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ବିଜାତୀୟ ଓ କରଗ୍ରାହୀ ପରି ହେଉ ।
18
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ଵର୍ଗରେ ସେହିସବୁ ବନ୍ଦ ରହିବ,ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ଵର୍ଗରେ ସେହିସବୁ ମୁକ୍ତ ରହିବ ।
19
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟରେ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ଵର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
20
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
21
ସେତେବେଳେ ପିତର ତାହାଙ୍କ ପାଖକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋʼ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?
22
କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ ।
23
ଅତଏବ, ସ୍ଵର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ ।
24
ସେ ହିସାବ ଆରମ୍ଭ କରନ୍ତେ, ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା ।
25
କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ଵ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ ।
26
ତେଣୁ ସେହି ଦାସ ତାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ସବୁ ପରିଶୋଧ କରିଦେବି ।
27
ସେଥିରେ ସେହି ଦାସର ପ୍ରଭୁ ସଦୟ ହୋଇ ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ ।
28
କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
29
ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି ।
30
ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।
31
ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟ; ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ ।
32
ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ, ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
33
ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ ଦୟା କରିବା କି ତୋର କର୍ତ୍ତବ୍ୟ ନ ଥିଲା?
34
ଆଉ, ତାହାର ପ୍ରଭୁ କ୍ରୁଦ୍ଧ ହୋଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହସ୍ତରେ ସମର୍ପଣ କଲେ ।
35
ତୁମ୍ଭେମାନେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହାହେଲେ ମୋହର ସ୍ଵର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
ମାଥିଉଲିଖିତ ସୁସମାଚାର 18
1. ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ଵର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2. ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇ କହିଲେ, 3. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲାଙ୍କ ପରି ନ ହେଲେ କୌଣସି ପ୍ରକାରେ ସ୍ଵର୍ଗ-ରାଜ୍ୟରେ ପ୍ରବେଶ କରିବ ନାହିଁ । 4. ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ। 5. ଆଉ, ଯେ କେହି ମୋʼ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; 6. କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା । 7. ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ଵାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର । 8. ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । 9. ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭ ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ଘେନି ଅଗ୍ନିମୟ ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । 10. ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି । 11. [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।] 12. ତୁମ୍ଭେମାନେ କଅଣ ମନେ କର? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ଵତକୁ ପର୍ବତରେ ଛାଡ଼ି ସେ ଯାଇ ସେହି ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ? 13. ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ । 14. ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ । 15. ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ । 16. କିନ୍ତୁ ଯଦି ସେ ନ ଶୁଣେ, ତାହାହେଲେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣଙ୍କୁ ଘେନିଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। 17. ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ତଳୀକି କୁହ, ଆଉ ଯଦି ସେ ମଣ୍ତଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ବିଜାତୀୟ ଓ କରଗ୍ରାହୀ ପରି ହେଉ । 18. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ଵର୍ଗରେ ସେହିସବୁ ବନ୍ଦ ରହିବ,ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ଵର୍ଗରେ ସେହିସବୁ ମୁକ୍ତ ରହିବ । 19. ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟରେ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ଵର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ । 20. କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି । 21. ସେତେବେଳେ ପିତର ତାହାଙ୍କ ପାଖକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋʼ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? 22. କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । 23. ଅତଏବ, ସ୍ଵର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ । 24. ସେ ହିସାବ ଆରମ୍ଭ କରନ୍ତେ, ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା । 25. କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ଵ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ । 26. ତେଣୁ ସେହି ଦାସ ତାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ସବୁ ପରିଶୋଧ କରିଦେବି । 27. ସେଥିରେ ସେହି ଦାସର ପ୍ରଭୁ ସଦୟ ହୋଇ ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ । 28. କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ । 29. ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି । 30. ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା । 31. ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟ; ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ । 32. ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ, ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; 33. ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ ଦୟା କରିବା କି ତୋର କର୍ତ୍ତବ୍ୟ ନ ଥିଲା? 34. ଆଉ, ତାହାର ପ୍ରଭୁ କ୍ରୁଦ୍ଧ ହୋଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହସ୍ତରେ ସମର୍ପଣ କଲେ । 35. ତୁମ୍ଭେମାନେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହାହେଲେ ମୋହର ସ୍ଵର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References