ଓଡିଆ ବାଇବଲ |
ERVEN
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ରାଜାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
History
ଆୟୁବ ପୁସ୍ତକ 12:0 (12 45 am)
ଦିତୀୟ ରାଜାବଳୀ 8:0 (12 45 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ରାଜାବଳୀ ଅଧ୍ୟାୟ 8
1
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକି କହିଥିଲେ, ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ ।
2
ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ଵରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା ।
3
ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟ-ମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା ।
4
ସେହି ସମୟରେ ରାଜା ପରମେଶ୍ଵରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ ।
5
ତହିଁରେ ଇଲୀଶାୟ କିରୂପେ ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି । ଏଥିରେ ଗିହେଜୀ କହିଲା, ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଏହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ ।
6
ତହୁଁ ରାଜା ସେହି ସ୍ତ୍ରୀକି ପଚାରନ୍ତେ, ସେ ତାଙ୍କୁ ଜଣାଇଲା । ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକି ନିଯୁକ୍ତ କରି କହିଲେ, ଏହାର ଯେଉଁ ସର୍ବସ୍ଵ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ ।
7
ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ଵରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ଵାଦ ଦିଆଗଲା ।
8
ତହିଁରେ ରାଜା ହସାୟେଲକୁ କହିଲା, ଆପଣା ହସ୍ତରେ ଉପହାର ନେଇ ପରମେଶ୍ଵରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ, ଏହି କଥା ତାଙ୍କ ଦ୍ଵାରା ସଦାପ୍ରଭୁଙ୍କୁ ପଚାର ।
9
ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଉଷ୍ଟ୍ରର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?
10
ତହିଁରେ ଇଲୀଶାୟ ତାହାକୁ କହିଲେ, ତୁମ୍ଭେ ଯାଇ ତାହାକୁ କୁହ, ତୁମ୍ଭେ ଅବଶ୍ୟ ମୁକ୍ତ ହେବ; ତଥାପି ସଦାପ୍ରଭୁ ମୋତେ ଜଣାଇଅଛନ୍ତି ଯେ, ସେ ଅବଶ୍ୟ ମରିବ ।
11
ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ଵରଙ୍କ ଲୋକ ରୋଦନ କଲେ ।
12
ତହିଁରେ ହସାୟେଲ ପଚାରିଲା, ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି? ସେ ଉତ୍ତର କଲେ, କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ଼୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ ।
13
ଏଥିରେ ହସାୟେଲ କହିଲା, ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ? ତହୁଁ ଇଲୀଶାୟ ଉତ୍ତର କଲେ, ସଦାପ୍ରଭୁ ମୋତେ ଜଣାଇଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ ।
14
ଏଉତ୍ତାରେ ସେ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, ଇଲୀଶାୟ ତୁମ୍ଭକୁ କଅଣ କହିଲେ? ତହୁଁ ସେ ଉତ୍ତର କଲା, ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ ।
15
ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା ।
16
ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କର ଅଧିକାରର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟଙ୍କର ପୁତ୍ର ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କଲେ, ସେସମୟରେ ଯିହୋଶାଫଟ ଯିହୁଦାର ରାଜା ଥିଲେ ।
17
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ।
18
ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ-ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
19
ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ ।
20
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ ।
21
ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ-ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ଵୁକୁ ପଳାଇଲେ ।
22
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା । ସେସମୟରେ ଲିବ୍ନା ମଧ୍ୟ ବିଦ୍ରୋହୀ ହେଲା ।
23
ଏହି ଯୋରାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
24
ଏଥି ଉତ୍ତାରେ ଯୋରାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ ।
25
ଇସ୍ରାଏଲ-ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
26
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ । ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ ।
27
ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ ।
28
ଏଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ ।
29
ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ । ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ ।
ଦିତୀୟ ରାଜାବଳୀ 8

.::.

ଦିତୀୟ ରାଜାବଳୀ ଅଧ୍ୟାୟ 1
ଦିତୀୟ ରାଜାବଳୀ ଅଧ୍ୟାୟ 2
ଦିତୀୟ ରାଜାବଳୀ ଅଧ୍ୟାୟ 3
ଦିତୀୟ ରାଜାବଳୀ ଅଧ୍ୟାୟ 4
ଦିତୀୟ ରାଜାବଳୀ ଅଧ୍ୟାୟ 5
ଦିତୀୟ ରାଜାବଳୀ ଅଧ୍ୟାୟ 6
ଦିତୀୟ ରାଜାବଳୀ ଅଧ୍ୟାୟ 7
ଦିତୀୟ ରାଜାବଳୀ ଅଧ୍ୟାୟ 8
ଦିତୀୟ ରାଜାବଳୀ ଅଧ୍ୟାୟ 9
ଦିତୀୟ ରାଜାବଳୀ ଅଧ୍ୟାୟ 10
ଦିତୀୟ ରାଜାବଳୀ ଅଧ୍ୟାୟ 11
ଦିତୀୟ ରାଜାବଳୀ ଅଧ୍ୟାୟ 12
ଦିତୀୟ ରାଜାବଳୀ ଅଧ୍ୟାୟ 13
ଦିତୀୟ ରାଜାବଳୀ ଅଧ୍ୟାୟ 14
ଦିତୀୟ ରାଜାବଳୀ ଅଧ୍ୟାୟ 15
ଦିତୀୟ ରାଜାବଳୀ ଅଧ୍ୟାୟ 16
ଦିତୀୟ ରାଜାବଳୀ ଅଧ୍ୟାୟ 17
ଦିତୀୟ ରାଜାବଳୀ ଅଧ୍ୟାୟ 18
ଦିତୀୟ ରାଜାବଳୀ ଅଧ୍ୟାୟ 19
ଦିତୀୟ ରାଜାବଳୀ ଅଧ୍ୟାୟ 20
ଦିତୀୟ ରାଜାବଳୀ ଅଧ୍ୟାୟ 21
ଦିତୀୟ ରାଜାବଳୀ ଅଧ୍ୟାୟ 22
ଦିତୀୟ ରାଜାବଳୀ ଅଧ୍ୟାୟ 23
ଦିତୀୟ ରାଜାବଳୀ ଅଧ୍ୟାୟ 24
ଦିତୀୟ ରାଜାବଳୀ ଅଧ୍ୟାୟ 25
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References