ଓଡିଆ ବାଇବଲ |
ERVEN
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିହୋଶୂୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
22
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
History
ଯିହୋଶୂୟ 22:0 (12 32 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିହୋଶୂୟ ଅଧ୍ୟାୟ 22
1
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
2
ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
3
ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞା ପାଳନ କରିଅଛ ।
4
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତୁମ୍ଵୁକୁ ଫେରିଯାଅ ।
5
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯନିବାନ ହୁଅ ।
6
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ଵୁକୁ ପ୍ରସ୍ଥାନ କଲେ ।
7
ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ । ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
8
ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ଵୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କ-ଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର ।
9
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ ।
10
ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼ ।
11
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ-ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ଵରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି ।
12
ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ତଳୀ ଶୀଲୋରେ ଏକତ୍ରିତ ହେଲେ ।
13
ଅନନ୍ତର ଇସ୍ରାଏଲ-ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସକୁ
14
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ ।
15
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
16
ସଦାପ୍ରଭୁଙ୍କ ସମଗ୍ର ମଣ୍ତଳୀ ଏରୂପ କହନ୍ତି, ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କଅଣ?
17
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
18
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କ୍ରୋଧ କରିବେ ।
19
ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ ।
20
ସେରହର ପୁତ୍ର ଆଖନ ବର୍ଜିତ ବସ୍ତୁ ବିଷୟରେ ସତ୍ୟ ଲଘଂନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?
21
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
22
ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
23
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ଵୟଂ ତହିଁର ପ୍ରତିଫଳ ଦେଉନ୍ତୁ;
24
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି ।
25
କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷା; କରାଇବେ;
26
ଏହେତୁ ଆମ୍ଭେମାନେ କହିଲୁ, ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,
27
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ ।
28
ଆହୁରି ଆମ୍ଭେମାନେ କହିଲୁ, ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ ।
29
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ-ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି; ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ ।
30
ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ତଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ ।
31
ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍ ରୁବେନ୍-ସନ୍ତାନଗଣକୁ ଓ ଗାଦ୍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ ।
32
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ଵାଦ ଦେଲେ ।
33
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ଵରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ ।
34
ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ (ସାକ୍ଷୀ) ରଖିଲେ, କାରଣ ସେମାନେ କହିଲେ, ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି ।
ଯିହୋଶୂୟ 22
1
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
.::.

ଯିହୋଶୂୟ ଅଧ୍ୟାୟ 1
ଯିହୋଶୂୟ ଅଧ୍ୟାୟ 2
ଯିହୋଶୂୟ ଅଧ୍ୟାୟ 3
ଯିହୋଶୂୟ ଅଧ୍ୟାୟ 4
ଯିହୋଶୂୟ ଅଧ୍ୟାୟ 5
ଯିହୋଶୂୟ ଅଧ୍ୟାୟ 6
ଯିହୋଶୂୟ ଅଧ୍ୟାୟ 7
ଯିହୋଶୂୟ ଅଧ୍ୟାୟ 8
ଯିହୋଶୂୟ ଅଧ୍ୟାୟ 9
ଯିହୋଶୂୟ ଅଧ୍ୟାୟ 10
ଯିହୋଶୂୟ ଅଧ୍ୟାୟ 11
ଯିହୋଶୂୟ ଅଧ୍ୟାୟ 12
ଯିହୋଶୂୟ ଅଧ୍ୟାୟ 13
ଯିହୋଶୂୟ ଅଧ୍ୟାୟ 14
ଯିହୋଶୂୟ ଅଧ୍ୟାୟ 15
ଯିହୋଶୂୟ ଅଧ୍ୟାୟ 16
ଯିହୋଶୂୟ ଅଧ୍ୟାୟ 17
ଯିହୋଶୂୟ ଅଧ୍ୟାୟ 18
ଯିହୋଶୂୟ ଅଧ୍ୟାୟ 19
ଯିହୋଶୂୟ ଅଧ୍ୟାୟ 20
ଯିହୋଶୂୟ ଅଧ୍ୟାୟ 21
ଯିହୋଶୂୟ ଅଧ୍ୟାୟ 22
ଯିହୋଶୂୟ ଅଧ୍ୟାୟ 23
ଯିହୋଶୂୟ ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References